www.samajalive.in
Saturday, December 6, 2025
23.1 C
Bhubaneswar

ଭୋଟର ଟଙ୍କାରେ କିଣି ହୋଇଗଲେ : ଘାସିରାମ

ନୂଆପଡା: ନୂଆପଡା ଉପନିର୍ବାଚନରେ ବିଜେପିର ପ୍ରଦର୍ଶନକୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ। ସେ କହିଛନ୍ତି ବିଜେପି ପଇସା ଦେଇ ଭୋଟ୍ କିଣିଛି। ପଇସା ପାଇଁ ବିଜେପି ଆଗରେ ରହିଛି। ଭୋଟରମାନେ ଟଙ୍କାରେ କିଣି ହୋଇଗଲେ, ମାଟିର ପୁଅକୁ ଚିହ୍ନିଲେନି। କେନ୍ଦ୍ରୀୟ ନେତାଙ୍କ ସାହାର୍ଯ୍ୟ, ସମର୍ଥନ ମିଳିଲାନି। ଆବ୍ରାହମ୍‌ ଲିଙ୍କନ ୯ ଥର ହାରିଥିଲେ , ମୁଁ ୬ଥର ହାରିଛି। ଆଉ ୩ଥର ନିର୍ବାଚନ ଲଢିବି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories