www.samajalive.in
Tuesday, December 9, 2025
16.1 C
Bhubaneswar

ବଲାଙ୍ଗୀରରେ ମିଶନ ଶକ୍ତି ମହାସମାବେଶ

ବଲାଙ୍ଗୀର : ବଲାଙ୍ଗୀରରେ ବୁଧବାର ମିଶନ ଶକ୍ତି ମହାସମାବେଶ ଅନୁଷ୍ଠିତ ହେଉଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜିଲ୍ଲାର ମିଶନ ଶକ୍ତି ମା’ମାନଙ୍କୁ ସମ୍ବୋଧିତ କରିବେ।

ସୂଚନା  ଯୋଗ୍ୟ ମିଶନ ଶକ୍ତି ମାଧ୍ୟମରେ ରାଜ୍ୟର ୭ ଲକ୍ଷ ସ୍ବୟଂ ସହାୟକ ଗୋଷ୍ଠୀରେ ୭୦ ଲକ୍ଷ ମହିଳାଙ୍କୁ ସଶକ୍ତ କରାଯାଇଛି। ସେମାନଙ୍କୁ ବିନା ସୁଧରେ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ମିଳୁଛି । ପ୍ରତି ପଞ୍ଚାୟତରେ ମିଶନ ଶକ୍ତି ଗୃହ ତିଆରି ହେଉଛି । ସେହିପରି ରାଜ୍ୟର ବିଭିନ୍ନ ସ୍ଥାନରେ ଗତ କିଛି ଦିନ ଧରି ମିଶନ ଶକ୍ତି ସମାବେଶ ଆୟୋଜନ କରାଯାଉଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories