www.samajalive.in
Friday, December 5, 2025
27.1 C
Bhubaneswar

ଭାରତ-ସାଉଥ୍‌ ଆଫ୍ରିକା ପ୍ରଥମ ଟେଷ୍ଟ ଆରମ୍ଭ; ୪ୱିକେଟ ହରାଇଛି ବିପକ୍ଷ ଦଳ

ସମାଜ ଡିଜିଟାଲ ଡେସ୍କ: ଭାରତ-ସାଉଥ ଆଫ୍ରିକା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଆଜି କଲକାତାର ଇଡେନ ଗାର୍ଡେନରେ ଖେଳାଯାଉଛି । ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛି ଦକ୍ଷିଣ ଆଫ୍ରିକା । ଫଳରେ ଭାରତ ବୋଲିଂ କରୁଛି । ଇଂଲଣ୍ଡ ବିପକ୍ଷ ଟେଷ୍ଟରେ ଆହତ ରିଷଭ ପନ୍ତ କମବ୍ୟାକ୍‌ କରିଛନ୍ତି । ସାଇ ସୁଦର୍ଶନ ଓ ନୀତିଶ କୁମାରଙ୍କୁ ପ୍ଲେଇଂ ଇଲେଭେନରେ ସ୍ଥାନ ମିଳିନାହିଁ । ସାଉଥ ଆଫ୍ରିକା ପ୍ରଥମ ପାଳିରେ ୪ୱିକେଟ ହରାଇ ୧୧୮ରନ କରିଛି । ବୁମରା ୧ୱିକେଟ ନେଇଛନ୍ତି ।

ଭାରତ: କେଏଲ ରାହୁଲ, ଯଶସ୍ବୀ ଜୟସୱାଲ, ୱାସିଂଟନ ସୁନ୍ଦର, ଶୁବମନ ଗିଲ, ରିଷଭ ପନ୍ତ, ରବିନ୍ଦ୍ର ଜାଡ଼େଜା, ଧ୍ରୁବ ଜୁରେଲ, ଅକ୍ଷର ପଟେଲ, କୁଳଦୀପ ଯାଦବ, ଯଶପ୍ରୀତ ବୁମରା, ମହମ୍ମଦ ସିରାଜ ।

- Advertisement -

 

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories