ସମାଜ ଡିଜିଟାଲ ଡେସ୍କ: ବିହାର ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣତି ଜାରି ରହିଛି । ସକାଳ ୮ଟାରୁ ଗଣତି ଆରମ୍ଭ ହୋଇଥିବା ବେଳେ ପ୍ରାରମ୍ଭିକ ଟ୍ରେଣ୍ଡରେ ଏନଡିଏ ବର୍ତ୍ତମାନ ସୁଦ୍ଧା ୧୯୭ ସିଟରେ ଆଗୁଆ ରହିଥିବା ବେଳେ ମହାମେଣ୍ଟ ୪୦ ଓ ଅନ୍ୟ ଦଳ ଗୁଡିକ ୦୪ଟି ସିଟରେ ଆଗୁଆ ରହିଛନ୍ତି । ଆଜି ସନ୍ଧ୍ୟାରେ ବିଧିବଦ୍ଧ ଭାବେ ଫଳାଫଳ ଘୋଷଣା କରାଯିବ ।
ଏନଡିଏ- ୧୯୭
ମହାମେଣ୍ଟ- ୪୦
ଅନ୍ୟାନ୍ୟ- ୦୪



