www.samajalive.in
Friday, December 5, 2025
27.1 C
Bhubaneswar

ଜମ୍ମୁ-କାଶ୍ମୀର ଉପନିର୍ବାଚନ: ନାଗ୍ରୋଟାରେ ଜିତିଲା ବିଜେପି

ସମାଜ ଡିଜିଟାଲ ଡେସ୍କ: ବିହାର ବିଧାନସଭା ନିର୍ବାଚନ ଫଳାଫଳ ସହିତ ଆଜି ୬ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮ଟି ବିଧାନସଭା ଆସନର ଉପନିର୍ବାଚନର ଫଳାଫଳ ମଧ୍ୟ ଘୋଷଣା ହେଉଛି । ଏହି ରାଜ୍ୟ ଗୁଡିକ ମଧ୍ୟରେ ଜମ୍ମୁ ଏବଂ କାଶ୍ମୀରର ବଡଗାମ ଏବଂ ନାଗ୍ରୋଟା ଆସନରେ ଭୋଟ ଗଣତି ଚାଲିଛି । ପ୍ରାରମ୍ଭିକ ସୂଚନା ଅନୁସାରେ ନାଗ୍ରୋଟାରେ ବିଜେପି ବିଜୟୀ ହାସଲ କରିଛି । ଦିବଯାନୀ ରାଣା ଏଠାରେ ବିଜୟୀ ହୋଇଥିବା ସୂଚନା ମିଳିଛି ।

ଏହାସହିତ ରାଜସ୍ଥାନ, ଝାଡଖଣ୍ଡ, ତେଲେଙ୍ଗାନା, ପଞ୍ଜାବ, ମିଜୋରାମ ଏବଂ ଓଡ଼ିଶାର ଗୋଟିଏ ସ୍ଥାନରେ ଖାଲି ପଡିଥିବା ଆସନରେ ଉପନିର୍ବାଚନ ହୋଇଥିଲା । ଯାହାର ଫଳାଫଳ ଘୋଷଣା କରାଯାଉଛି ।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories