www.samajalive.in
Monday, December 8, 2025
14.1 C
Bhubaneswar

ସ୍କୁଲ ଭ୍ୟାନ ଦୁର୍ଘଟଣା ଗ୍ରସ୍ତ, ଜଣେ ଗୁରୁତର

ଆନନ୍ଦପୁର : ଏକ ସ୍କୁଲ ଭ୍ୟାନ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏଥିରେ ଜଣେ ଗୁରୁତର ହୋଇଥିବା ଜଣାପଡିଛି। ହାଟଡିହି ବ୍ଲକ କମ୍ଭିରା ନିକଟରେ ଭ୍ୟାନଟି ଭାରସାମ୍ୟ ହରାଇ ପୋଖରୀରେ ଖସିପଡିବା ଯୋଗୁଁ ଏହି ଦୁର୍ଘଟଣା ହୋଇଛି। ଭ୍ୟାନରେ ୧୦ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଥିଲେ। ଦୁର୍ଘଟଣାରେ ଜଣେ ଗୁରୁତର ଭାବେ ଆହତ ହୋଇଥିବା ବେଳେ ଅନ୍ୟମାନେ ସାମାନ୍ୟ ଆହତ ହୋଇଛନ୍ତି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories