www.samajalive.in
Tuesday, December 9, 2025
16.1 C
Bhubaneswar

ଏମ୍ସରେ ହ୍ୟୁମାନ ସାଗର

 ଭୁବନେଶ୍ୱର : ଓଡ଼ିଆ ସଂଗୀତ ଜଗତର ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଅସୁସ୍ଥ । କିଡନି ଓ ଲିଭର୍ ଜନିତ ସମସ୍ୟା ଯୋଗୁଁ ସେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଏବେ ଅଧିକ ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ବର ଏମ୍ସକୁ  ସ୍ଥାନାନ୍ତରିତ କରାଯାଇଛି ।

ସୂଚନା ଯୋଗ୍ୟ ଯେ , ଗତ କିଛି ଦିନ ଧରି ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ହ୍ୟୁମାନ ।

Hot this week

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

ମଙ୍ଗଳବାର ରାଶିଫଳ: ଭାଗ୍ୟ ଡୋରିକୁ ନିଜ ହାତରେ ରଖିବେ, ବ୍ୟବସାୟରୁ ପ୍ରଚୁର ଲାଭ ହେବ

ମେଷ: ସୁଖଦା, ସତ୍‌ଚରିତ୍ରା, ପତିବ୍ରତା ସହଧର୍ମିଣୀଙ୍କ ପରାମର୍ଶ ଉପାଦେୟ ହେବ। ବିଭିନ୍ନ ସୂତ୍ରରୁ...

ଟଙ୍କାର ବିନିମୟ ମୂଲ୍ୟ ଆଉ ୧୬ ପଇସା କମିଲା

ନୂଆଦିଲ୍ଲୀ, ୮ା୧୨: ସୋମବାର ଆମେରିକୀୟ ଡଲାର ତୁଳନାରେ ଟଙ୍କା ୧୬ ପଇସା...

Related Articles

Popular Categories