www.samajalive.in
Thursday, December 11, 2025
15.1 C
Bhubaneswar

ରାଜକିଶୋର ପାଢ଼ୀଙ୍କୁ ବାଲ୍‌ ସାହିତ୍ୟ ପୁରସ୍କାର-୨୦୨୫

ନୂଆଦିଲ୍ଲୀ(ବ୍ୟୁରୋ): ଓଡ଼ିଆ ଶିଶୁ ସାହିତ୍ୟିକ ରାଜକିଶୋର ପାଢ଼ୀଙ୍କୁ କବିତା ସଙ୍କଳନ ‘କେତେ ଫୁଲ ଫୁଟିଛି’ ପାଇଁ କେନ୍ଦ୍ର ସାହିତ୍ୟ ଅକାଦେମି ବାଲ୍‌ ସାହିତ୍ୟ ପୁରସ୍କାର-୨୦୨୫ ମିଳିଛି । ସ୍ଥାନୀୟ ତ୍ରିବେଣୀ କଳାସଙ୍ଗମରେ ଆୟୋଜିତ ସ୍ୱତନ୍ତ୍ର ସମାରୋହରେ ଶ୍ରୀ ପାଢ଼ୀଙ୍କ ସମେତ ୨୪ଟି ଭାରତୀୟ ଭାଷାର ସାହିତ୍ୟିକଙ୍କୁ ପୁରସ୍କୃତ କରାଯାଇଛି। ପ୍ରତ୍ୟେକ ପୁରସ୍କାର ବିଜେତାଙ୍କୁ ୫୦ହଜାର ଟଙ୍କାର ଚେକ୍‌ ଏବଂ ଏକ କାଂସ୍ୟ ଫଳକ ପ୍ରଦାନ କରାଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ତଥା ବିଶିଷ୍ଟ ଗୁଜୁରାଟୀ ଲେଖିକା ବର୍ଷା ଦାସଙ୍କ ସମେତ ସାହିତ୍ୟ ଅକାଦେମି ସଭାପତି ମାଧବ କୌଶିକ, ସମ୍ପାଦିକା ପଲ୍ଲବୀ ପ୍ରଶାନ୍ତ ହୋଲକର, ଉପସଭାନେତ୍ରୀ କୁମୁଦ ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories