www.samajalive.in
Tuesday, December 9, 2025
17.1 C
Bhubaneswar

ଦୁଇ ଦୁର୍ଦ୍ଦାନ୍ତ ମାଓବାଦୀଙ୍କ ଆତ୍ମସମର୍ପଣ

ଫୁଲବାଣୀ : ଆତ୍ମସମର୍ପଣ କଲେ ଦୁଇ ମାଓବାଦୀ । କନ୍ଧମାଳ ଏସ୍‌ପିଙ୍କ ଅଫିସରେ ଦକ୍ଷିଣାଞ୍ଚଳ ଆଇଜିଙ୍କ ଉପସ୍ଥିତିରେ ଉଭୟ ଆତ୍ମସମର୍ପଣ କରିଛନ୍ତି। ଦୁଇ ମାଓବାଦୀ ଛତିଶଗଡର ଉନ୍‌ଗା କାଲମୁ ଏବଂ ମାସେ ମାଡଭି ବୋଲି ଜଣାପଡିଛି। ଉଭୟେ ସ୍ଵାମୀ ଏବଂ ସ୍ତ୍ରୀ ହୋଇଥିବାବେଳେ ୨୦୧୮ ମସିହାରୁ ସିପିଆଇ ମାଓବାଦୀ ସଂଗଠନରେ କାମ କରୁଥିଲେ। ଉଭୟଙ୍କ ନାଁରେ ଲକ୍ଷେ ଟଙ୍କା ଲେଖାଏଁ ପୁରସ୍କାର ଥିଲା। ସେମାନଙ୍କ ନିକଟରୁ ଅନେକ ମାଓ ସାମଗ୍ରୀ ମିଳିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories