www.samajalive.in
Friday, December 12, 2025
16.1 C
Bhubaneswar

୧୨ ଡିଗ୍ରୀ ତଳେ ୧୩ ସହର

ଭୁବନେଶ୍ଵର: ଖସୁଛି ପାରଦ, ବଢୁଛି ଶୀତ। ରାତି ବଢିଲେ ଶୀତ ବଢ଼ିବାରେ ଲାଗୁଛି। ଦିନରେ ଥଣ୍ଡାର ପ୍ରକୋପ ଅନୁଭବ ହେଉଥିବାବେଳେ ରାତିରେ ଏହା ଆହୁରି ବୃଦ୍ଧି ପାଇ ବିନା ଗରମ ପୋଷାକ କିମ୍ବା ବିନା ନିଆଁରେ ରହିବା କଷ୍ଟକର ହୋଇପଡୁଛି।
ଆଜି ୧୨ ଡିଗ୍ରୀ ତଳେ ରହିଛି ୧୩ ସହରର ତାପମାତ୍ରା। ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୫.୮ ଡିଗ୍ରୀ ରେକର୍ଡ ହୋଇଛି। ସେମିଳିଗୁଡାରେ ୭.୪, ଦାରିଙ୍ଗବାଡିରେ ୮, ଫୁଲବାଣୀରେ ୯ ଡିଗ୍ରୀ ତାପମାତ୍ରା ରହିଛି। ଏବଂ ଟ୍ବିନ୍ ସିଟିରେ ତାପମାତ୍ରା ୧୩ ଡିଗ୍ରୀ ରେକର୍ଡ ହୋଇଥିବା ସୂଚନା ଦେଇଛି ପାଣିପାଗ ବିଭାଗ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories