www.samajalive.in
Friday, December 5, 2025
26.1 C
Bhubaneswar

ଆଜି ମହାପ୍ରଭୁଙ୍କ ପଇତା ଲାଗି ନୀତି: ସାଧାରଣ ଦର୍ଶନ ୫ ଘଣ୍ଟା ବନ୍ଦ

ପୁରୀ: ମାର୍ଗଶିର କୃଷ୍ଣପକ୍ଷ ତ୍ରୟୋଦଶୀ ତିଥିରେ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ। ଏହି ନୀତି ପାଇଁ ସୋମବାର ସନ୍ଧ୍ୟା ୫ରୁ ରାତି ୧୦ ପର୍ଯ୍ୟନ୍ତ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଜିତେନ୍ଦ୍ର ମହାନ୍ତି ସୂଚନା ଦେଇଛନ୍ତି।

ମହାପ୍ରଭୁଙ୍କ ବିଭିନ୍ନ ଗୁପ୍ତ ନୀତି ମଧ୍ୟରୁ ପଇତା ଲାଗି ଅନ୍ୟତମ। ଶ୍ରୀବିଗ୍ରହଙ୍କ ଠାରେ ଦୈନନ୍ଦିନ ଲାଗି ହେଉଥିବା ଚନ୍ଦନରୁ ଶ୍ରୀଅଙ୍ଗକୁ ସୁରକ୍ଷା ଦେବା ନିମନ୍ତେ ଏହି ପଇତା ଲାଗି କରାଯାଇଥାଏ। ଶ୍ରୀମନ୍ଦିର ସ୍ୱତ୍ତ୍ୱଲିପି ଅନୁଯାୟୀ, ମହାପ୍ରଭୁଙ୍କ ଦ୍ୱିତୀୟ ଭୋଗମଣ୍ଡପ ନୀତି ଶେଷ ହେବା ପରେ ଶ୍ରୀଅଙ୍ଗଲାଗି ସେବକ ଦଇତାପତିମାନେ ଏହି ନୀତି ସମ୍ପାଦନ କରିବେ।

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

Related Articles

Popular Categories