www.samajalive.in
Friday, December 5, 2025
23.1 C
Bhubaneswar

୧୨ ଘଣ୍ଟିଆ ଢେଙ୍କାନାଳ ବନ୍ଦ

ଢେଙ୍କାନାଳ: ଆଜି ୧୨ଘଣ୍ଟିଆ ଢେଙ୍କାନାଳ ବନ୍ଦ ପାଳନ କରାଯାଉଛି । ଢେଙ୍କାନାଳ ବିଦ୍ୟୁତ ଉପଭୋକ୍ତା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। ଟିପିସିଓଡିଏଲର ମନମୁଖୀ କାର୍ଯ୍ୟ ଓ ସ୍ମାର୍ଟ ମିଟର ବିରୋଧରେ ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରାଯାଉଛି । ଏହାର ପ୍ରଭାବରେ ସହରରେ ଦୋକାନ ବଜାର ବନ୍ଦ ରହିବା ସହ ଗାଡ଼ି ମୋଟର ଚଳାଚଳ ଠପ୍ ହୋଇଯାଇଛି। ଏପରିକି ସରକାରୀ ଓ ବେସରକାରୀ ଅଫିସ ଗୁଡିକ ମଧ୍ୟ ବନ୍ଦ ରହିଛି । ୫୫ ନମ୍ବର ଜାତୀୟ ରାଜପଥ ଉପରେ ଶହ ଶହ ଗାଡିମୋଟର ଅଟକି ରହିଛି। ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି ।

Hot this week

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

Related Articles

Popular Categories