www.samajalive.in
Tuesday, December 9, 2025
17.1 C
Bhubaneswar

ବାରବାଟୀ ମ୍ୟାଚ ପାଇଁ ଡିସେମ୍ବର ୧ରେ ଟିକେଟ ବିକ୍ରି

ସମାଜଲାଇଭ ଡେସ୍କ: ବାରବାଟୀ ମ୍ୟାଚ ପାଇଁ ଆସନ୍ତା ଡିସେମ୍ବର ୧ ତାରିଖରେ ହେବ ଟିକେଟ ବିକ୍ରି। ୧ରେ ଅନଲାଇନରେ ଟିକେଟ ବିକ୍ରି କରାଯିବ। ଏହା ପରେ ୫ ତାରିଖରେ ଅଫଲାଇନରେ ଟିକେଟ ବିକ୍ରି ହେବ। ଷ୍ଟାଡିୟମର ୬ଟି କାଉଣ୍ଟରରେ ଟିକେଟ ବିକ୍ରି ହେବ। ଏ ନେଇ ସୋମବାର ଓସିଏ ସମ୍ପାଦକ ସଞ୍ଜୟ ବେହେରା ସୂଚନା ଦେଇଛନ୍ତି। ଡିସେମ୍ବର ୩ ଏବଂ ୪ ତାରିଖରେ ଓସିଏ ଅନୁବନ୍ଧିତ ସଂସ୍ଥାକୁ ଟିକେଟ ଦିଆଯିବ ବୋଲି ଜିଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ବୈଠକରେ ନିଷ୍ପତ୍ତି ନିଆଯାଇଛି।

ସୂଚନାଯୋଗ୍ୟ, ଆସନ୍ତା ଡିସେମ୍ବର ୯ ତାରିଖରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ମ୍ୟାଚ ଅନୁଷ୍ଠିତ ହେବ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories