www.samajalive.in
Monday, December 8, 2025
24.1 C
Bhubaneswar

ସୀମାରେ ବଡ ଏନକାଉଣ୍ଟର: ୬ମାଓବାଦୀ ନିହତ

ମାଲକାନଗିରି: ମାଲକାନଗିରି ସୀମାରେ ପୁଣି ଏନକାଉଣ୍ଟର । ସୁକୁମା ଜିଲା ଏରାବୋର ଜଙ୍ଗଲରେ ସୁରକ୍ଷା କର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି । ଏଥିରେ ୬ଜଣ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି ।
ଆଲୁରି ସୀତାରାମ ରାଜୁ ଜିଲାରେ ମାରେଡୁମେଲ୍ଲୀରେ ପୁଲିସ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ସକାଳ ୬ଟାରୁ ୭ଟା ମଧ୍ୟରେ ଏହି ଏନକାଉଣ୍ଟର ହୋଇଥିଲା । ଗୁଳି ବିନିମୟରେ ଜଣେ ଶୀର୍ଷ ମାଓନେତାଙ୍କ ସମେତ ୬ଜଣ ମାଓବାଦୀ ନିହତ ହୋଇଥିଲେ । ବର୍ତ୍ତମାନ ଏକ ବଡ କମ୍ବିଂ ଅପରେସନ ଚାଲିଥିବା ଡିଜିପି ହରିଶ କୁମାର ଗୁପ୍ତା ସୂଚନା ଦେଇଛନ୍ତି ।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories