www.samajalive.in
Friday, December 12, 2025
16.1 C
Bhubaneswar

ଦନ୍ତା ହାତୀର ମୃତ୍ୟୁ , କାରଣ ଅସ୍ପଷ୍ଟ

ରେଢ଼ାଖୋଲ : ସମ୍ବଲପୁର ଜିଲା ରେଢ଼ାଖୋଲ ବନଖଣ୍ଡ ବଡବାହାଳ ରେଞ୍ଜ ଅନ୍ତର୍ଗତ ଖସଡ଼ା ଜଙ୍ଗଲରେ ଏକ ଦନ୍ତା ହାତୀର ମୃତ୍ୟୁ ଘଟିଛି। ହାତୀ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ସୂଚନା ଅନୁସାରେ ସୋମବାର ରାତିରେ ବଡକୁଡା ଗାଁ ନିକଟସ୍ଥ ଖସଡ଼ା ଜଙ୍ଗଲରେ ଏକ ଦନ୍ତା ହାତୀର ମୃତ୍ୟୁ ହୋଇଥିବା ଖବର ପ୍ରଚାର ହୋଇଥିଲା। ଏ ନେଇ ବଡ଼ବାହାଳ ରେଞ୍ଜ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ହାତୀ ମୃତ୍ୟୁର କାରଣ ନେଇ ତଦନ୍ତ ଚଳାଇଛନ୍ତି। ତେବେ ହାତୀଟି ର ଆନୁମାନିକ ବୟସ ୨୦ ରୁ ଉର୍ଦ୍ଧ୍ବ ହୋଇଥିବାବେଳେ ଶବ ବ୍ୟବଛେଦ ପରେ ମୃତ୍ୟୁର କାରଣ ଜଣାପଡିବ ବୋଲି ବନ ବିଭାଗ ପକ୍ଷରୁ ସୂଚନା ମିଳିଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories