www.samajalive.in
Thursday, December 11, 2025
16.1 C
Bhubaneswar

ଜିଲ୍ଲାପାଳ-ଏସପି ସମ୍ମିଳନୀ: ଫିଲ୍ଡ ଭିଜିଟ କର କହିଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ଭୁବନେଶ୍ୱରରେ ଦୁଇ ଦିନିଆ ଜିଲ୍ଲାପାଳ ଓ ଏସପି ସମ୍ମିଳନୀକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିଛନ୍ତି । ଲୋକସେବା ଭବନ କନଭେନସନ ସେଣ୍ଟରରେ ସମ୍ମିଳନୀକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ସମ୍ମିଳନୀରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କହିଛନ୍ତି ଯେ ଉପନିବେଶ ମାନସିକତା ପରିବର୍ତ୍ତନ କର । ସରକାରୀ ଅଫିସକୁ ଆସୁଥିବା ଲୋକଙ୍କୁ ସମ୍ମାନ ଦିଅ । ଅଧିକ ଫିଲ୍ଡ ଭିଜିଟ କରି ସମୀକ୍ଷା କର, ଅଧିକ ଲୋକଙ୍କ ସହ ମିଶିବାକୁ ସେ ପରାମର୍ଶ ଦେଇଛନ୍ତି । ଏହାସହ ଗୃହ ବିଭାଗ ଭିତରେ ସମନ୍ୱୟ ଅଭାବ ଯୋଗୁଁ କାମ ବିଳମ୍ବ ହେଉଛି । ଆମ ନେତୃତ୍ୱଙ୍କ ଆଶା ରହିଛି ପ୍ରଶାସନିକ କଳ ଆହୁରି ଭଲ ହୋଇପାରିବ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ସବୁ କାମ ଆଉଟଷ୍ଟାଣ୍ଡିଙ୍ଗ ହେବା ଦରକାର ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories