www.samajalive.in
Thursday, December 11, 2025
16.1 C
Bhubaneswar

ଦୁର୍ନୀତି ହଟାଅ, ସଚ୍ଚୋଟ ଓ ସାଧୁତା ପାଇଁ ଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଲୋକସେବା ଭବନରେ ଅନୁଷ୍ଠିତ ଜିଲ୍ଲାପାଳ-ଏସପି ସମ୍ମିଳନୀକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି ଅବସରରେ ଜିଲ୍ଲାପାଳଙ୍କୁ କିଛି ଟାକ୍ସ ଦେଇଛନ୍ତି । ଦୁର୍ନୀତି ହଟାଅ, ସଚ୍ଚୋଟ ଓ ସାଧୁତା ପାଇଁ ଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଦୁର୍ନୀତିରେ ସରରକାର ବଦନାମ ହେଲେ ବରଦାସ୍ତ କରାଯିବନି । ଅଧିକ ଫିଲ୍ଡ ଭିଜିଟ୍‌ କରିବାକୁ ପରାମର୍ଶ ଦେଇଛନ୍ତି । ଶାସନ ପ୍ରଶାସନରେ ଟେକ୍ନୋଲୋଜିର ବ୍ୟବହାରକୁ ଗୁରୁତ୍ୱ ଦେବାକୁ କହିଛନ୍ତି । ଜିଲାସ୍ତରରେ ଲୋକଙ୍କ ଅଭିଯୋଗ ଶୁଣି ସମାଧାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସରକାରୀ ବିଜ୍ଞାପନ ଓଡ଼ିଆ ଭାଷାରେ ପ୍ରକାଶ କରିବାକୁ ନିର୍ଦ୍ଦେଶ ରହିଥିବା ବେଳେ ସୋସିଆଲ ମିଡ଼ିଆ ଜରିଆରେ ସରକାରୀ ସୂଚନା ବ୍ୟାପକ କରନ୍ତୁ ଏବଂ ଗାଦି ମଡା ବାବୁଙ୍କୁ ଚିହ୍ନଟ କରି ବଦଳାନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିର୍ଦ୍ଦେଶ ଦେଇଛନ୍ତି ।

 

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories