www.samajalive.in
Friday, December 5, 2025
23.1 C
Bhubaneswar

ବିହାର ମନ୍ତ୍ରୀମଣ୍ଡଳ ରେ ଏମାନେ ସାମିଲ

ସମାଜ ଲାଇଭ ଡ଼େସ୍କ : ବିହାରରେ ନୀତିଶ କୁମାର କିଛି ସମୟ ପରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ । ପ୍ରଧାନମମନ୍ତ୍ରୀ ମୋଦିଙ୍କ ସମେତ ସମସ୍ତ ଅତିଥି ମାନେ ମଧ୍ୟ ପହଞ୍ଚି ସାରିଛନ୍ତି । ନୀତିଶଙ୍କ ସହ ସମ୍ରାଟ ଚୌଧୁରୀ ଏବଂ ବିଜୟ ସିହ୍ନା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ । ଏହାରି ମଧ୍ୟରେ ନୀତିଶଙ୍କ ମନ୍ତ୍ରିମଣ୍ଡଳ ପାଇଁ ବିଧାୟକ ମାନଙ୍କ ନାମ ଚୂଡ଼ାନ୍ତ ହୋଇଛି । ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀଙ୍କ ସହ ଏନଡିଏ ର ସମସ୍ତ ଦଳରୁ ବିଧାୟକ ମନ୍ତ୍ରୀ ଭାବେ ଶପଥ ନେବେ । ସେମାନେ ହେଲେ  ଜେଡିୟୁର ଲେସି ସିଂହ , ଜମା ଖାନ , ମଦନ ସହନୀ , ବିଜୟ ଚୌଧୁରୀ , ଅଶୋକ ଚୌଧୁରୀ , ବିଜେନ୍ଦ୍ର ଯାଦବ , ଶ୍ରବଣ କୁମାର  ବିଜେପିର ଦିଲୀପ ଯଯଶବଲ, ନୀତିନ ନବୀନମଙ୍ଗଲ ପାଣ୍ଡେରାମକ୍ରିପାଲ ଯାଦବ, ସଞ୍ଜୟ ସିଂହ ଟାଇଗର , ଅରୁଣ ଶଙ୍କର ପ୍ରସାଦ , ସୁରେନ୍ଦ୍ର ମେହତା , ନାରାୟଣ ପ୍ରସାଦ , ରମା ନିଷାଦ , ଲକ୍ଷେନ୍ଦ୍ର ପାସ୍ଵାନ , ଶ୍ରେୟସୀ ସିଂହ , ପ୍ରମୋଦ କୁମାର ଚନ୍ଦ୍ରବଂଶୀ  ଏଲଜେପିର ସଞ୍ଜୟ ପାସ୍ଵାନ ଓ ସଞ୍ଜୟ ସିଂହ , ଆରଏଲଏମର ଦୀପକ ପ୍ରକାଶ ଏବଂ ଏଚଏଏମର ସନ୍ତୋଷ ସୁମନ

Hot this week

ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories