www.samajalive.in
Friday, December 5, 2025
23.1 C
Bhubaneswar

ଝାରସୁଗୁଡାରେ ରାଷ୍ଟ୍ରପତି

ସମାଜଲାଇଭ ଡେସ୍କ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ଛତିଶଗଡ଼ ଗସ୍ତରେ ଯିବାକୁ ଆସି ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଗୁରୁବାର ସେ ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଓ ଝାରସୁଗୁଡା ବିଧାୟକ ଟଙ୍କଧର ତ୍ରିପାଠୀ ସ୍ୱାଗତ କରିଥିଲେ। ରାଷ୍ଟ୍ରପତି ନୂଆଦିଲ୍ଲୀରୁ ଏକ ସ୍ଵତନ୍ତ୍ର ବିମାନରେ ଆସି ଏଠାରେ ପହଞ୍ଚିଥିଲେ। ପରେ ଛତିଶଗଡ ଆମ୍ବିକାପୁରରେ ଏକ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ହେଲିକପ୍ଟର ଯୋଗେ ସେଠାକୁ ଗସ୍ତ କରିଥିଲେ।

Hot this week

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

ଓଡ଼ିଶାରେ ଏଫସିଆଇ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ୧ଶହ କୋଟି ଲୁଟ୍‌

ନୂଆଦିଲ୍ଲୀ: ଓଡ଼ିଶାରେ ଭାରତୀୟ ଖାଦ୍ୟ ନିଗମ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ପ୍ରାୟ...

Related Articles

Popular Categories