www.samajalive.in
Saturday, December 6, 2025
23.1 C
Bhubaneswar

ମୁକ୍ତିଲାଭ କଲା ‘ଜଙ୍ଗଲୀ’ର ଟ୍ରେଲର

ମୁମ୍ବଇ : ବିଦ୍ୟୁତ ଜାମୱାଲଙ୍କ ଅଭିନୀତ ଚଳଚ୍ଚିତ୍ର ‘ଜଙ୍ଗଲୀ’ର ଟ୍ରେଲର ବୁଧବାର ମୁକ୍ତିଲାଭ କରିଛି। ପୂର୍ବରୁ ଚଳଚ୍ଚିତ୍ରର ଅନେକ ପୋଷ୍ଟର ମଧ୍ୟ ରିଲିଜ୍‍ ହୋଇଥିଲା। ହଲିଉଡ଼ର ପ୍ରସିଦ୍ଧ ନିର୍ଦ୍ଦେଶକ ଚକ୍‍ ରସେଲ୍‍ ଏହାର ନିର୍ଦ୍ଦେଶନା ଭାର ବହନ କରିଥିବା ବେଳେ ଭିନୀତ୍‍ ଜୈନ୍‍ ଏହାର ପ୍ରଯୋଜନା ଭାର ବହନ କରିଛନ୍ତି। ଏଥିରେ ବିଦ୍ୟୁତଙ୍କ ବ୍ୟତୀତ ପୂଜା ସାୱନ୍ତ ଓ ଆଶା ଭଟ୍ଟ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ଅଭିନୟ କରିଛନ୍ତି। ଏହି ଚଳଚ୍ଚିତ୍ର ୫ ଏପ୍ରିଲରେ ମୁକ୍ତିଲାଭ କରିବ।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories