www.samajalive.in
Friday, December 5, 2025
23.1 C
Bhubaneswar

ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି

ସମାଜ ଡିଜିଟାଲ ଡେସ୍କ: ଆଜି ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବାକୁ ଯାଉଛି । ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହେବ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ, ଜିଲାପାଳ, ଏସପି, ପରିଚାଳନା କମିଟିର ସମସ୍ତ ସଦସ୍ୟଙ୍କ ସହିତ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ମାନେ ବୈଠକରେ ଉପସ୍ଥିତ ରହିବେ । ସୂଚନା ଅନୁସାରେ ବୈଠକରେ ମହାପ୍ରଭୁଙ୍କର ରତ୍ନ ଅଳଙ୍କାରର ଗଣତି ମଣତି କେବେ ହେବ ସେନେଇ ବିସ୍ତୃତ ଆଲୋଚନା ହେବ । ନାଟମଣ୍ଡପରେ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା କାର୍ଯ୍ୟକାରୀ ନେଇ ଆଲୋଚନା କରାଯିବ ।

Hot this week

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

Related Articles

Popular Categories