www.samajalive.in
Friday, December 5, 2025
23.1 C
Bhubaneswar

ନକ୍ସଲ ଖଞ୍ଜିଥିବା ଲ୍ୟାଣ୍ଡମାଇନକୁ ନିଷ୍କ୍ରିୟ କଲେ ଯବାନ

ମାଲକାନଗିରି: ଅଳ୍ପକେ ବର୍ତିଲେ ଯବାନ । ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ମାଓବାଦୀ ଖଞ୍ଜିଥିଲେ ଦଶ କିଲୋର ଲ୍ୟାଣ୍ଡମାଇନ। ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାର ଭୈରମଗଡ଼ ଜଙ୍ଗଲରେ ମାଓବାଦୀ ଖଞ୍ଜିଥିଲେ ଲ୍ୟାଣ୍ଡମାଇନ।

ତେବେ ସୁରକ୍ଷାକର୍ମୀ ମାଓ ଦମନ ଅପରେସନ ବେଳେ ମାଓବାଦୀଙ୍କ ଦ୍ୱାରା ଖଞ୍ଜାଯାଇଥିବା ଲ୍ୟାଣ୍ଡମାଇନକୁ ଠାବ କରାଯାଇଛି। ସୁରକ୍ଷାକର୍ମୀଙ୍କୁ କ୍ଷତି ପହଞ୍ଚାଇବା ପାଇଁ ମାଓବାଦୀ କରୁଥିଲେ ଏହି ବଡ଼ ଯୋଜନା। ଏହାକୁ ପଣ୍ଡ କରିଛନ୍ତି ସୁରକ୍ଷାକର୍ମୀ। ଲ୍ୟାଣ୍ଡମାଇନକୁ ନିଷ୍କ୍ରିୟ କରିଛି ବୋମା ନିଷ୍କ୍ରିୟ ଦଳ। ଏହି ଘଟଣା ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି।

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories