www.samajalive.in
Friday, December 5, 2025
23.1 C
Bhubaneswar

କେନ୍ଦୁଝର ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ସମାଜ ଡିଜିଟାଲ ଡେସ୍କ: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଯାଉଛନ୍ତି । ଆନନ୍ଦପୁରରେ ଏକ ବିବାହ ଉତ୍ସବରେ ମୁଖ୍ୟମନ୍ତ୍ରୀ ଯୋଗଦେବେ, ଏହାପରେ ରାଇକଳା ସର୍ବଭାରତୀୟ ଫୁଟବଲ ପ୍ରତିଯୋଗିତାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏହା ପରେ କେନ୍ଦୁଝର ସର୍କିଟ ହାଉସରେ ରାତ୍ରୀଯାପନ କରିବାରୁ କାର୍ଯ୍ୟକ୍ରମ ରହିଥିବା ସୂଚନା ମିଳିଛି ।

 

Hot this week

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

Related Articles

Popular Categories