www.samajalive.in
Friday, December 5, 2025
23.1 C
Bhubaneswar

ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା, ୨୪ ସଂଧ୍ୟାରେ ଅବପାତ ରୂପ ନେବା ସମ୍ଭାବନା, ଓଡ଼ିଶା ଉପରେ ଏବେ ପ୍ରଭାବ ନାହିଁ

ସମାଜ ନ୍ୟୁଜ ଡେସ୍କ- ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଆଜି ସ୍ପଷ୍ଟ ଚିହ୍ନଟ ହୋଇଛି । ଏହା ଆଣ୍ଡାମାନ ସାଗରର ଦକ୍ଷିଣ ଦିଗରେ ରହିଛି । ନଭେମ୍ବର ୨୪ ସଂଧ୍ୟାରେ ଏହା ଅବପାତ ରୂପ ନେବାର ସମ୍ଭାବନା ରହିଛି । ପରେ ୨୫ ତାରିଖରେ ଓଡ଼ିଶାରେ ପବନର ବେଗ ୪୦-୫୦ କିଲୋମିଟର ରହିବ । ଅବପାତର ରୂପ ନେବା ପରେ ଏହା ଉତ୍ତର ଓ ଉତ୍ତର ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି ।

- Advertisement -

ଅବପାତ ହେଲେ ଏହାର ପ୍ରଭାବ ପ୍ରଥମେ ତାମିଲନାଡ଼ୁ, ଆନ୍ଧ୍ରପ୍ରଦେଶ ଓ ପରେ ଓଡ଼ିଶା ଉପରେ ରହିବ । ମାତ୍ର ବର୍ତ୍ତମାନ ଓଡ଼ିଶା ଉପରେ ଏହାର କୌଣସି ପ୍ରଭାବ ନଥିବାରୁ ଆଗାମୀ ୫ ରୁ ୭ ଦିନ ରାଜ୍ୟର ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ତେବେ ୨୪ ତାରିଖ ସଂଧ୍ୟା ପରେ ଏହା କେଉଁ ଦିଗରେ ଗତି କରିବ ତାହା ସ୍ପଷ୍ଟ ହେବ ।

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories