www.samajalive.in
Friday, December 5, 2025
27.1 C
Bhubaneswar

ହି-ମ୍ୟାନ୍‌ଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ

ମୁମ୍ବାଇ : ଭେଟେରାନ୍ ବଲିଉଡ୍ ଅଭିନେତା ଧର୍ମେନ୍ଦ୍ର ଦେଓଲଙ୍କ ପରଲୋକ ଘଟିଛି। ଦୀର୍ଘ ଦିନ ଧରି ଅସୁସ୍ଥ ଥିବାବେଳେ ଆଜି ବାସଭବନରେ ତାଙ୍କର ଦେହାନ୍ତ ଘଟିଛି। ଧର୍ମେନ୍ଦ୍ରଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତିଙ୍କ ସମେତ ବହୁ ବିଶିଷ୍ଠ ବ୍ୟକ୍ତିବିଶେଷ ଶୋକ ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ଲେଖିଛନ୍ତି ଭାରତୀୟ ସିନେମାର ଏକ ଯୁଗର ଅନ୍ତଃ ଘଟିଛି। ସେ ଜଣେ ଅସାଧାରଣ ଅଭିନେତା ଥିଲେ , ପ୍ରତ୍ୟେକ ଚରିତ୍ର ତାଙ୍କ ଆକର୍ଷଣ ଭରି ଦେଇଥିଲା। ତାଙ୍କର ବିବିଧ ଚରିତ୍ର ଗୁଡିକ ଅପାର ଲୋକଙ୍କ ହୃଦୟ ସ୍ପର୍ଶ କରିଥିଲା। ନିଜର ସରଳତା ଓ ନମ୍ରତା ପାଇଁ ସମାନ ଭାବରେ ପ୍ରଶଂସିତ ଥିଲେ।

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories