www.samajalive.in
Friday, December 5, 2025
27.1 C
Bhubaneswar

ଧର୍ମେନ୍ଦ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ଵର : ଭେଟେରାନ୍ ବଲିଉଡ୍ ଅଭିନେତା ଧର୍ମେନ୍ଦ୍ର ଦେଓଲଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ। ବର୍ଷିୟାନ୍ ଅଭିନେତା ଧର୍ମେନ୍ଦ୍ରଙ୍କ ଦେହାନ୍ତରେ ମୁଁ ମର୍ମାହତ। ଦଶନ୍ଧି ଧରି ଅଭିନୟ ଓ ଆକର୍ଷଣୀୟ ବ୍ୟକ୍ତିତ୍ଵ ଦର୍ଶକଙ୍କୁ ମୁଗ୍ଧ କରିଥିଲା। ଉତ୍ତରାଧିକାରୀ ଆଗାମୀ ପିଢିର କଳାକାର ଓ ସିନେପ୍ରେମୀଙ୍କୁ ପ୍ରେରଣା ଯୋଗାଇବ। ପରିବାର , ବନ୍ଧୁ ଓ ଅସଂଖ୍ୟ ଶୁଭେଚ୍ଛୁଙ୍କୁ ମୋର ଆନ୍ତରିକ ସମବେଦନା।

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories