www.samajalive.in
Saturday, December 6, 2025
15.1 C
Bhubaneswar

ଆଜିଠୁ ରାଜ୍ୟରେ ଧାନକିଣା

ଭୁବନେଶ୍ୱର: ଆଜିଠାରୁ ରାଜ୍ୟରେ ଆରମ୍ଭ ହେବ ଧାନ କିଣା । ଏନେଇ ସୂଚନା ଦେଇଛନ୍ତି ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ । ମନ୍ତ୍ରୀ କହିଛନ୍ତି ଚାଷୀଙ୍କ ପାଇଁ ମଣ୍ଡି ଗୁଡିକରେ ଏଥର ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ମଣ୍ଡିରେ ଖାଦ୍ୟ, ପାନୀୟ, ଶୌଚାଳୟ ଭଳି ସବୁ ବ୍ୟବସ୍ଥା କରାଯାଇଛି । ଠିକ୍‌ ସମୟରେ ଗାଡି ପହଞ୍ଚାଇବା ପାଇଁ ମିଲ୍‌ ମାଲିକଙ୍କୁ କଡା ନିର୍ଦ୍ଦେଶ ଦିଆଯାଇଛି । ଧାନ କିଣା ଉପରେ ନଜର ରଖିବାକୁ ଅଧିକାରୀଙ୍କୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଥିବା ମନ୍ତ୍ରୀ କହିଛନ୍ତି । କଟନି ଛଟନି ଉପରେ ରାଜ୍ୟ ସରକାର ନଜର ରଖିଛନ୍ତି ବୋଲି ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଆଜି ଗଣମାଧ୍ୟମରେ ସୂଚନା ଦେଇଛନ୍ତି । କଟ୍‌ନି ଛଟ୍‌ନି ଉପରେ ସରକାର ନଜର ରଖିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories