www.samajalive.in
Monday, December 15, 2025
14.1 C
Bhubaneswar

ପଦ ଛାଡିଲେ ଦେବାଶିଷ ସାମନ୍ତରାୟ: ଜାଣନ୍ତୁ କାହିଁକି

ଭୁବନେଶ୍ୱର: ପଦ ଛାଡିଛନ୍ତି ବରିଷ୍ଠ ବିଜେଡି ନେତା ଦେବାଶିଷ ସାମନ୍ତରାୟ । ବିଜେଡିରୁ ସିନିୟର୍‌ ସିଟିଜେନ୍‌ ସେଲ୍‌ ଉପସଭାପତି ପଦରୁ ସେ ଇସ୍ତଫା ଦେଇଛନ୍ତି । ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ଇସ୍ଥଫା ପତ୍ର ପଠାଇଛନ୍ତି । ଦଳ ତାଙ୍କୁ ଆଉ ଗୁରୁତ୍ୱ ଦେଉନଥିବାରୁ ପଦବୀ ଛାଡିଥିବା ସେ ପତ୍ରରେ ଉଲ୍ଲେଖ କରିଛନ୍ତି ।

- Advertisement -

ଏହାସହିତ ଦେବାଶିଷ ଉଲ୍ଲେଖ କରିଛନ୍ତି ଯେ ଦଳ ଆଉ ବିଜୁ ବାବୁଙ୍କ ଆଦର୍ଶରେ ଚାଲୁନାହିଁ । ଏହା କେବଳ ମୋତେ ଆଘାତ ଦେଇନାହିଁ, ଦଳରେ ଥିବା ହଜାର ହଜାର କର୍ମୀଙ୍କୁ ମଧ୍ୟ ଆଘାତ ଦେଉଛି । ସର୍ବପରେ ବି ନବୀନ ପଟ୍ଟନାୟକଙ୍କ ପ୍ରତି ତାଙ୍କର ବିଶ୍ୱସ୍ତତା ରହିଛି ବୋଲି ଦେବାଶିଷ ଚିଠିରେ ଉଲ୍ଲେଖ କରିଛନ୍ତି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories