www.samajalive.in
Sunday, December 14, 2025
26.1 C
Bhubaneswar

ମହିଳା କ୍ରିକେଟ ଟି୨୦ – ଭାରତ-ଇଂଲଣ୍ଡ ମୁକାବିଲା ଆଜି

ନୂଆଦିଲ୍ଲୀ: ମହିଳା କ୍ରିକେଟ୍‍ ଟି-ଟୋଣ୍ଟିରେ ଆଜି (ମାର୍ଚ୍ଚ ୭) ଗୌହାଟୀଠାରେ ଭାରତ-ଇଂଲଣ୍ଡ ମଧ୍ୟରେ ମୁକାବିଲା ହେବ। ଦିନ ଏଗାରଟାରେ ଏହି ମ୍ୟାଚ୍‍ ଖେଳାଯିବ। ତିନି ମ୍ୟାଚ୍‍ ବିଶିଷ୍ଟ ଏହି ଶୃଙ୍ଖଳାର ପ୍ରଥମ ଟି୨୦ରେ ଭାରତ, ଇଂଲଣ୍ଡଠାରୁ ୪୧ରନରେ ପରାସ୍ତ ହୋଇଥିଲା। ପୂର୍ବରୁ ଭାରତ ନ୍ୟୁଜିଲାଣ୍ଡଠାରୁ ମଧ୍ୟ ଟି୨୦ ସିରିଜରେ ପରାସ୍ତ ହୋଇଥିଲା।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories