www.samajalive.in
Friday, December 5, 2025
23.1 C
Bhubaneswar

ସ୍ତ୍ରୀକୁ ପିଟି ପିଟି ହତ୍ୟା

କୁଚିଣ୍ଡା: ସ୍ତ୍ରୀକୁ ନଳରେ ପିଟି ପିଟି ହତ୍ୟା କଲା ମଦ୍ୟପ ସ୍ଵାମୀ। ଏଭଳି ଅଭାବନୀୟ ଘଟଣା ଘଟିଛି କୁଚିଣ୍ଡା ଜମନକିରା ଥାନା ପାଲୋଖମନ ଗାଁରେ । ସୂଚନା ଅନୁସାରେ ଗତକାଲି ସ୍ଵାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ କୌଣସି କଥାକୁ ନେଇ ବଚସା ହୋଇଥିଲା। ଏଥିରେ ରାଗି ଯାଇ ସ୍ଵାମୀ ମଦ ପିଇ ଆସି ନିଜ ସ୍ତ୍ରୀଙ୍କୁ ଏକ ନଳ ସାହାର୍ଯ୍ୟରେ ପିଟି ପିଟି ହତ୍ୟା କରିଥିଲେ। ପରକୀୟା ପ୍ରୀତି ସନ୍ଦେହରୁ ହତ୍ୟା କରାଯାଇଥିବା ଜଣାପଡିଛି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରିନାହିଁ। ଖବର ପାଇ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ସ୍ଵାମୀକୁ ଅଟକ ରଖି ଅଧିକ ପଚରାଉଚରା କରୁଛି।

Hot this week

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

Related Articles

Popular Categories