www.samajalive.in
Friday, December 5, 2025
23.1 C
Bhubaneswar

ପୋଖରୀରେ ବୁଡି ଜଣେ ମୃତ

ପାଟଣା: ପାଟଣା ବ୍ଲକ ଅନ୍ତର୍ଗତ ଡେଣୁଆଁ ଗ୍ରାମରେ ଜଣେ ବ୍ୟକ୍ତି ପୋଖରୀରେ ବୁଡି ମୃତ୍ୟୁବରଣ କରିଛନ୍ତି। ଗ୍ରାମର ଦିବାକର ପାତ୍ର (୪୦) ଶୁକ୍ରବାର ପୋଖରୀକୁ ଯାଇ ଘରକୁ ନ ଫେରିବାରୁ ତାଙ୍କୁ ଖୋଜାଖୋଜି କରାଯାଇଥିଲା। କିଛି ଲୋକ ତାଙ୍କ ମୃତଦେହ ଭାସୁଥିବା ଦେଖି ପରିବାର ଓ ତୁରୁମୁଙ୍ଗା ଥାନାକୁ ଖବର ଦେଇଥିଲେ। ଥାନା ଏଏସଆଇ ଵୀରେନ୍ଦ୍ର କିଶୋର ବେହେରା ଘଟଣାସ୍ଥଳକୁ ଯାଇ ମୃତଦେହ ଉଦ୍ଧାର ପରେ ବ୍ୟବଚ୍ଛେଦ କରାଇ ତାଙ୍କ ପରିବାରକୁ ହସ୍ତାନ୍ତର କରିଛନ୍ତି। ଏ ନେଇ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।

Hot this week

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

Related Articles

Popular Categories