www.samajalive.in
Monday, December 15, 2025
14.1 C
Bhubaneswar

ରୋହିତଙ୍କ ଛକା ରେକର୍ଡ

ସମାଜଲାଇଭ ଡେସ୍କ: ଦିନିକିଆ କ୍ରିକେଟରେ ଆଉ ଏକ ନୂଆ ରେକର୍ଡର ଅଧିକାରୀ ହୋଇଛନ୍ତି ଟିମ ଇଣ୍ଡିଆର ହିଟ୍‌ ମ୍ୟାନ ରୋହିତ ଶର୍ମା। ସେ ବିଶ୍ଵର ପ୍ରଥମ ଖେଳାଳି ଭାବେ ଦିନିକିଆରେ ସର୍ବାଧିକ ଛକା ମାରିବାର ରେକର୍ଡ ସୃଷ୍ଟି କରିଛନ୍ତି। ପୂର୍ବତନ ପାକିସ୍ତାନୀ କ୍ରିକେଟର ସାହିଦ ଆଫ୍ରିଦିଙ୍କ ନାମରେ ଥିବା ଏହି ରେକର୍ଡକୁ ରୋହିତ ରବିବାର ରାଞ୍ଚିରେ ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ  ମ୍ୟାଚରେ ଭାଙ୍ଗିଛନ୍ତି।

ରୋହିତ ଏହି ମ୍ୟାଚରେ ୩ଟି ଛକା ମାରିଥିଲେ। ଯାହାଫଳରେ ତାଙ୍କ ନାମରେ ରହିଥିବା ମୋଟ ଛକା ସଂଖ୍ୟା ୩୫୨କୁ ବୃଦ୍ଧି ପାଇଛି। ଆଫ୍ରିଦି ୩୫୧ ଛକା ସହିତ ୨ୟ ସ୍ଥାନରେ ଥିବାବେଳେ ୱେଷ୍ଟଇଣ୍ଡିଜ ବ୍ୟାଟ୍ସମ୍ୟାନ କ୍ରିସ ଗେଲ୍‌ ୨ୟ ସ୍ଥାନରେ ରହିଛନ୍ତି। ଗେଲ୍‌ଙ୍କ ନାମରେ ୩୩୧ ଛକା ରହିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories