www.samajalive.in
Friday, December 5, 2025
23.1 C
Bhubaneswar

ମନ୍ତ୍ରୀଙ୍କ ଏସ୍‌କର୍ଟ ଗାଡି ଧକ୍କାରେ ବୃଦ୍ଧା ଗୁରୁତର

ଜଗତସିଂହପୁର : ଜଗତସିଂହପୁର କଟକ-ପାରାଦୀପ ରାସ୍ତାର ତାରପୁର ଛକରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଶିଳ୍ପ ମନ୍ତ୍ରୀଙ୍କ ଏସ୍‌କର୍ଟ ଗାଡି ଧକ୍କାରେ ଜଣେ ବୃଦ୍ଧା ଗୁରୁତର ହୋଇଛନ୍ତି। ବୃଦ୍ଧା ଜଣକ ରାସ୍ତା ପାର୍‌ ହେଉଥିବାବେଳେ ମନ୍ତ୍ରୀଙ୍କ ଏସକର୍ଟ ଗାଡିଟି ତାଙ୍କୁ ଧକ୍କା ଦେଇଥିଲା। ବୃଦ୍ଧା ଜଣଙ୍କୁ ତୁରନ୍ତ ଉଦ୍ଧାର କରାଯାଇ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ସ୍ଥାନୀୟ ପୁଲିସ୍‌ ଘଟଣାରେ ଅଧିକ ଛାନଭିନ୍ ଜାରି ରଖିଛି।

Hot this week

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

ଓଡ଼ିଶାରେ ଏଫସିଆଇ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ୧ଶହ କୋଟି ଲୁଟ୍‌

ନୂଆଦିଲ୍ଲୀ: ଓଡ଼ିଶାରେ ଭାରତୀୟ ଖାଦ୍ୟ ନିଗମ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ପ୍ରାୟ...

Related Articles

Popular Categories