www.samajalive.in
Monday, December 15, 2025
14.1 C
Bhubaneswar

ବାର୍‌ ଓ ପବ୍‌ରେ ଅବକାରୀ ବିଭାଗର ଧରପଗଡ

ଭୁବନେଶ୍ଵର: ଆଉ ଦିନ କେଇଟା ପରେ ଆସୁଛି ବଡଦିନ ଏବଂ ନୂଆବର୍ଷ। ତେଣୁ ଏବେ ଠାରୁ ରାଜ୍ୟ ଅବକାରୀ ବିଭାଗ ତତ୍ପରତା ଦେଖାଇଛି। ବଡଦିନ ଏବଂ ନୂତନ ବର୍ଷ ବଡ ଧୂମଧାମ ସହକାରେ ପାଳନ କରିବା ଲାଗି ଯୁବପିଢ଼ିମାନେ ବାର୍‌ ଏବଂ ପବ୍ ଗୁଡିକରେ ବେଶ୍ ଭିଡ ଜମାଇଥାନ୍ତି। ରାଜ୍ୟ ଅବକାରୀ ବିଭାଗ ପକ୍ଷରୁ ରାଜଧାନୀରେ ଥିବା ବିଭିନ୍ନ ବାର ଓ ପବ୍ ରେ ଧରପଗଡ ଆରମ୍ଭ ହୋଇଛି ।

ବାର ଏବଂ ପବ୍ ଗୁଡିକୁ ବିଳମ୍ବିତ ରାତି ପର୍ଯ୍ୟନ୍ତ ଖୋଲିଲେ ଦୃଢ଼ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି ଅବକାରୀ ସୁପରିନଟେଣ୍ତେଣ୍ଟ ଦେବାଶିଷ ପଟେଲ। ବିନା ଲାଇସେନ୍ସରେ ମଦ ବିକ୍ରି କଲେ ମଧ୍ୟ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯିବ। ନକଲି ମଦ ବିକ୍ରି ଓ ଚୋରା ଚାଲାଣ ଉପରେ ମଧ୍ୟ ନଜର ରଖାଯାଇଛି । ରାଜଧାନୀରେ ଥିବା ହୋଟେଲ ଗୁଡ଼ିକୁ ଅଚାନକ ପରିଦର୍ଶନ କରାଯିବ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories