www.samajalive.in
Friday, December 5, 2025
23.1 C
Bhubaneswar

ସଙ୍ଗୀତ ମହାବିଦ୍ୟାଳୟ ଛାତ୍ରୀଙ୍କୁ ନିର୍ଯାତନା !

ଭୁବନେଶ୍ଵର: ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ଛାତ୍ରୀଙ୍କୁ ନିର୍ଯାତନା ଅଭିଯୋଗ ହୋଇଛି। କ୍ୟାମ୍ପସ୍‌ରେ ଛାତ୍ରୀଙ୍କ ହଙ୍ଗାମାକୁ ନେଇ ପ୍ରବଳ ଉତ୍ତେଜନା ଦେଖାଦେଇଛି। ଡ୍ରାମା ବିଭାଗ ଛାତ୍ରୀଙ୍କୁ ନିର୍ଯ୍ୟାତନା ଦିଆଯିବାର ଅଭିଯୋଗ ପରେ ଉତ୍ତେଜନା ପ୍ରକାଶ ପାଇଛି। ଏ ନେଇ କଲେଜ କର୍ତ୍ତୃପକ୍ଷଙ୍କର କୌଣସି ପ୍ରତିକ୍ରିୟା ମିଳିପାରିନାହିଁ। ଜଣେ ଅଧ୍ୟାପକଙ୍କ ନାଁରେ କାଷ୍ଟିଂ କାଉଚ୍ ଅଭିଯୋଗ ହୋଇଛି। ବିକ୍ଷୋଭ କରୁଥିବା ଜଣେ ଛାତ୍ରୀ ଅସୁସ୍ଥ ହୋଇପଡିଛନ୍ତି । ତାଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

Hot this week

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

Related Articles

Popular Categories