www.samajalive.in
Sunday, December 7, 2025
15.1 C
Bhubaneswar

ବାଲୁକା କଳାରେ ମହିଳାଙ୍କୁ ସମ୍ମାନ

ପୁରୀ : ଆଜି ଅର୍ନ୍ତଜାତୀୟ ମହିଳା ଦିବସ ଉପଲକ୍ଷେ ପୁରୀ ଲାଇଟ ହାଉସ ବେଳାଭୂମିରେ ବାଲୁକା ଶିଳ୍ପୀ ମାନସ ସାହୁ ବାଲୁକା କଳା ମାଧ୍ୟମରେ ମହିଳାଙ୍କୁ ଶୁଭେଚ୍ଛା ଓ ସମ୍ମାନ ଜଣାଇଛନ୍ତି। ମାନସ ସାହୁ ନିଜ ବାଲୁକାକଳା ମାଧ୍ୟମରେ ଦର୍ଶାଇଛନ୍ତି ଯେ, ବର୍ତ୍ତମାନର ସମୟରେ ନାରୀ ନିଜକୁ ସଫଳ ଭାବେ ପ୍ରତିଷ୍ଠିତ କରାଇ ପାରିଛନ୍ତି। ଦେଶର ସୁରକ୍ଷା ଠାରୁ ଆରମ୍ଭ କରି ଦେଶ ନିର୍ମାଣରେ ପୁରୁଷଙ୍କ ସମକକ୍ଷ ହୋଇ ସମସ୍ତ କ୍ଷେତ୍ରରେ ନିଜକୁ ପ୍ରତିପାଦିତ କରିପାରିଛନ୍ତି।
ସୂଚନା ଅନୁଯାୟୀ, ପ୍ରାୟ ୨୦ ଟନ ବାଲିରେ ୨ ଫୁଟ ଉଚ୍ଚତାର ଏହି ବାଲୁକା କଳାରେ ସେ ନାରୀର ଭିନ୍ନ ରୂପ ଦେଖାଇଛନ୍ତି। ମହିଳା ଦିବସ  ଅବସରରେ ତାଙ୍କର ଏହି ବାଲୁକା କଳାକୁ ଗିନିଜ ବୁକ ଅଫ ୱାର୍ଲ୍ଡ ରେକର୍ଡ଼ର ଅଧିକାରୀ ଜୋତ୍ସା ମିଶ୍ର ଉଦଘାଟନ କରିଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories