www.samajalive.in
Friday, December 5, 2025
27.1 C
Bhubaneswar

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି । ଆଲୋଚନା ସମୟରେ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଶାନ୍ତି ପାଇଁ ପ୍ରତ୍ୟେକ ପ୍ରୟାସକୁ ସମର୍ଥନ କରୁଛୁ ।

- Advertisement -

ପୁଟିନ ଆଜି ୧୧ଟା ବେଳେ ରାଷ୍ଟ୍ରପତି ଭବନରେ ପହଞ୍ଚିଥିଲେ ସେଠାରେ ତାଙ୍କୁ ଭବ୍ୟ ସ୍ୱାଗତ କରିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହାପରେ ତାଙ୍କୁ ଗାର୍ଡ ଅଫ୍‌ ଅନର ପ୍ରଦାନ କରାଯାଇଥିଲା । ରାଷ୍ଟ୍ରପତିଙ୍କ ସହ ସାକ୍ଷାତ କରିବା ପରେ ପୁଟିନ ରାଜଘାଟ ଯାଇ ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଏହାପରେ ସେଠାରୁ ସେ ହାଇଦ୍ରାବାଦ ହାଉସ ଯାଇଥିଲେ । ସଠଶରେ ଭାରତ-ରୁଷ ୨୩ତମ ଶିଖର ସମ୍ମିଳନୀ ଅନୁଷ୍ଠିତ ହେଉଛି । ମୋଦୀ ଓ ପୁଟିନଙ୍କ ମଧ୍ୟରେ ସେଠାରେ ଦ୍ୱିପାକ୍ଷିକ ଆଲୋଚନା ଓ କୂଟନୈତିକ ଆଲୋଚନା ଜାରି ରହିଛି ।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories