www.samajalive.in
Friday, December 5, 2025
27.1 C
Bhubaneswar

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା ପରେ ବାତିଲ୍ ହେଲା ଆଜିର ପରୀକ୍ଷା । ପରୀକ୍ଷାର ୩ ଘଣ୍ଟା ପୂର୍ବରୁ ଏଏନଏମ ପ୍ରଶ୍ନପତ୍ର ଲିକ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ଦ୍ୱିତୀୟ ବର୍ଷ ଛାତ୍ରଙ୍କ ପରୀକ୍ଷା ପୂର୍ବରୁ ପ୍ରଶ୍ନପତ୍ର ଲିକ୍ ହୋଇଛି । ଦିନ ୨ ଟାରେ ପରୀକ୍ଷା ଥିବା ବେଳେ ୧୧ ଟା ବେଳେ ପ୍ରଶ୍ନପତ୍ର ଲିକ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ଆଜି ମିଡ୍ ୱାଇଫେରି ବିଷୟରେ ହୋଇଥାନ୍ତା ପରୀକ୍ଷା । ପରୀକ୍ଷା ହଲରେ ପରୀକ୍ଷାର୍ଥୀ ପହଞ୍ଚିବା ପରେ ଉପଜିଲ୍ଲାପାଳ ଏହି ଘୋଷଣା କରିଛନ୍ତି ।

 

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

Related Articles

Popular Categories