www.samajalive.in
Sunday, December 7, 2025
26.1 C
Bhubaneswar

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି ନେତା ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ ପ୍ରୟାସ କାନ୍ତି ଏବଂ ପ୍ରଣିତକାନ୍ତି ଆଜି ଅପରାହ୍ନରେ ବିଜେପି ପାର୍ଟି ଅଫିସରେ ଔପଚାରିକ ଭାବେ ଯୋଗଦାନ କରିବାର କାର୍ଯ୍ୟକ୍ରମ ରହିଛି। ଏନେଇ ବିଜେପି ତରଫରୁ ଔପଚାରିକ ଭାବେ ସୂଚନା ଦିଆଯାଇ ନାହିଁ । କିନ୍ତୁ ଅପରାହ୍ନ ୩ ଟା ୪୫ ମିନିଟରେ ମିଶ୍ରଣ କାର୍ଯ୍ୟକ୍ରମ ରହିଛି। ଯେଉଁଥିରେ ଏହି ଦୁଇ ଯୁବନେତା ଯୋଗ ଦେବାର ରହିଛି ବୋଲି ଚର୍ଚ୍ଚା ଚାଲିଛି।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories