www.samajalive.in
Sunday, December 7, 2025
26.1 C
Bhubaneswar

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଟ୍ରଲର ଧକ୍କାରେ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ବାଇକରେ ଥିବା ଦୁଇ ବାଇକ ଆରୋହୀଙ୍କୁ ଏକ ଟ୍ରଲର ଧକ୍କା ଦେଇ ତାଙ୍କ ମୁଣ୍ଡ ଉପରେ ଚଢାଇ ଦେଇଛି। ଫଳରେ ଘଟଣାସ୍ଥଳରେ ଦୁଇ ବ୍ୟକ୍ତିଙ୍କର ଶୋଚନୀୟ ଭାବେ ମୃତ୍ୟୁ ଘଟିଛି।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories