www.samajalive.in
Saturday, December 6, 2025
26.1 C
Bhubaneswar

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ ଅପରାଧି ଙ୍କୁ ଧରିଲା ସ୍ପେଶାଲ କ୍ରାଇମ ୟୁନିଟ୍‌…. କାର୍ବାଇନ୍ ଜବତ…

() ରବିବାର କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ… ଘଟଗାଁ ମା’ ତାରିଣୀଙ୍କ ପରିକ୍ରମା ପ୍ରକଳ୍ପର କରିବେ ଶିଳାନ୍ୟାସ…

- Advertisement -

() ଯାଜପୁରରେ ଅଭାବନୀୟ ଘଟଣା…ଖରସ୍ରୋତା ନଦୀରେ ବୁଡ଼ି ନବମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ…

() କେନ୍ଦୁଝର ବାଶଂପାଳ କସଡ଼ା ଗାଁରେ ଅଘଟଣ…୮ ରୁ ୧୦ବର୍ଷ ବୟସର ମାଈ ହାତୀର ମୃତ୍ୟୁ , କାରଣ ଅସ୍ପଷ୍ଟ..

() ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଅଚଳାବସ୍ଥା…ଅପିଲ୍‌ କଲେ ସୋନୁ ସୁଦ୍‌…

Hot this week

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

Related Articles

Popular Categories