www.samajalive.in
Saturday, December 6, 2025
16.1 C
Bhubaneswar

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ ଖେଳାଯାଉଛି । ଆଜି ଟସ୍‌ ଜିତିଛି ଭାରତ । ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇ ପଡିଆକୁ ଓହ୍ଲାଇଛି ଭାରତୀୟ ଦଳ । ପ୍ରଥମେ ବ୍ୟାଟିଂ କରୁଛି ଦକ୍ଷିଣ ଆଫ୍ରିକା । ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜରେ ୧-୧ରେ ସିରିଜ ବରାବର ରହିଥିବା ବେଳେ ଆଜି ବିଶାଖାପାଟଣାର ଡକ୍ଟର ୱାଇଏସ୍‌ ରାଜଶେଖର ରେଡ୍ଡୀ ଏସିଏ-ବିଡ଼ିସିଏ କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଛି । ଏହି ମ୍ୟାଚରେ ଭାରତୀୟ ଦଳ ଟସ୍‌ ଜିତି ପ୍ରଥମେ ବୋଲିଂ କରୁଛି । ୪ଓଭରରେ ୧୭ରନରେ ଗୋଟିଏ ୱିକେଟ୍‌ ହରାଇଛି ଦକ୍ଷିଣ ଆଫ୍ରିକା । ଆଜିର ମ୍ୟାଚ ଭାରତ ପାଇଁ କର ବା ମର ସ୍ଥିତି ହୋଇଛି ।

ଭାରତୀୟ ଦଳର ଅଧିନାୟକ ହୋଇଛନ୍ତି କେ.ଏଲ ରାହୁଲ । ପ୍ରଥମ ମ୍ୟାଚ୍‌ରେ ୩୫୦ ରନ୍‌ର ବିଜୟଲକ୍ଷ୍ୟ ମିଳିଥିଲେ ହେଁ ଶେଷ ପର୍ଯ୍ୟନ୍ତ ଲଢ଼ି ଦକ୍ଷିଣ ଆଫ୍ରିକା ୧୭ ରନ୍‌ରେ ପରାସ୍ତ ହୋଇଥିଲା। ରାୟପୁର ମ୍ୟାଚ୍‌ରେ ଭାରତ ୩୫୮ ରନ୍‌ କରିଥିଲେ ହେଁ ଦକ୍ଷିଣ ଆଫ୍ରିକା ଏହାକୁ ଜିତି ନେଇଥିଲା। ଭାରତ ମାଟିରେ ଏହା ୨ୟ ସର୍ବାଧିକ ରନ୍‌ର ପିଛାକରି ବିଜୟ। ସ୍ବାଭାବିକ ଭାବେ ଉଭୟ ମ୍ୟାଚ୍‌ରେ ଭାରତୀୟ ବୋଲିଂର ଦୁର୍ବଳତା ପଦାରେ ପଡ଼ିଛି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories