www.samajalive.in
Monday, December 8, 2025
24.1 C
Bhubaneswar

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି ଯବାନଙ୍କ ସମେତ ଦୁଇ ଜଣଙ୍କୁ ଅଟକ ରଖାଯାଇଛି। ସିବିଆଇ ଅଫିସରେ ଏସ୍ଏ‌ସ୍‌ବି ଯବାନ ଅର୍ଜୁନ୍ ନାୟକଙ୍କୁ ଅଟକ ରଖାଯାଇଛି। ଅଭିଯୁକ୍ତ ବିରଞ୍ଚିଙ୍କ ସହଯୋଗୀ ନିମାଇଁ ସାହୁଙ୍କୁ ମଧ୍ୟ ଅଟକ ରଖାଯାଇଛି। ଉଭୟଙ୍କର ସ୍ଵାସ୍ଥ୍ୟବସ୍ଥା ଯାଞ୍ଚ କରାଯିବା ପରେ ସିବିଆଇ ଅଫିସକୁ ନିଆଯାଇଛି। ଦୁଇ ଦିନର ଜେରା ପରେ ଉଭୟଙ୍କୁ ସିବିଆଇ ଅଫିସ ନିଆଯାଇଛି।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories