www.samajalive.in
Monday, December 8, 2025
13.1 C
Bhubaneswar

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା ଘଟିଛି। ନଦୀକୁ ଗାଧୋଇବାକୁ ଯାଇ ଦୁଇ ଜଣ ସାଙ୍ଗ ବୁଡିଯାଇଛନ୍ତି। ଉଭୟଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣଙ୍କୁ ଗୁରୁତର ଭାବେ ଉଦ୍ଧାର କରାଯାଇଛି। ଗୁରୁତର ଅବସ୍ଥାରେ ପ୍ରଥମେ ଦିଗପହଣ୍ଡି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ହେଲେ ପରେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ତାଙ୍କୁ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଗାଧୋଇବାବେଳେ ପ୍ରଥମେ ଜଣେ ସାଙ୍ଗ ବୁଡିଯାଉଥିବାବେଳେ ଅନ୍ୟ ଜଣେ ତାଙ୍କୁ ବଞ୍ଚାଇବାକୁ ଯାଇ ବୁଡି ଯାଇଛି।

Hot this week

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

ଦେଶର ୧୦୦ ଦୁର୍ଘଟଣା ପ୍ରବଣ ଜିଲା ତାଲିକା: ୮୪ ରେ ସୁନ୍ଦରଗଡ଼, ୯୦ ରେ ଗଞ୍ଜାମ

ରାଉରକେଲା: ଜାତୀୟ ରାଜପଥ ମନ୍ତ୍ରଣାଳୟ ସଦ୍ୟ ପ୍ରକାଶିତ ରିପୋର୍ଟ ଅନୁସାରେ ଦେଶର...

ସମ୍ପାଦକୀୟ : ସବୁଜ ଶକ୍ତି

କାମରେ ପ୍ରତିଫଳିତ ହେବା ଉଚିତ ପୁରୀରେ ଆୟୋଜିତ ‘ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ-୨୦୨୫’ରେ...

ଜାଡ଼ରେ ଥରୁଛି ଓଡ଼ିଶା: ଘୁ.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହ କରୁଛି।...

Related Articles

Popular Categories