www.samajalive.in
Monday, December 8, 2025
27.1 C
Bhubaneswar

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର ଷ୍ଟାର ବୋଲର ଯଶପ୍ରିତ ବୁମରା  । ଆସନ୍ତା ୯ ତାରିଖ ବାରବାଟୀ ଟି-୨୦ ମ୍ୟାଚ ପାଇଁ ବୁମରା ଭୁବନେଶ୍ଵରରେ ପହଞ୍ଚିଛନ୍ତି । ଅନ୍ୟ ଖେଳାଳି ମାନେ ଆଜି ଅପରାହ୍ନ ରେ ପହଞ୍ଚିବା ସମ୍ଭାବନା ଅଛି । ବିମାନ ଚଳାଚଳରେ ବାଧାପ୍ରପ୍ତ ଯୋଗୁଁ ସମସ୍ତ ଖେଳାଳି ଏକାଠି ଆସିବା ସମ୍ଭବପର ହେଉନଥିବ ଜଣା ପଡିଛି । ଭୁବନେଶ୍ଵରର ଏକ ଘରୋଇ ହୋଟେଲରେ ଭାରତୀୟ ଖେଳାଳି ମାନେ ରହିବେ ।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories