www.samajalive.in
Wednesday, December 10, 2025
16.1 C
Bhubaneswar

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ ଜିଲା ରାଜଗାଙ୍ଗପୁରରେ ଆତ୍ମାହୁତି ଉଦମ୍ୟ କରିଥିବା ଯୁକ୍ତ ତିନି ଛାତ୍ରୀଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି । ଗୁରୁତର ଛାତ୍ରୀ ରାଉରକେଲା ଆଇଜିଏଚରେ ଚିକିତ୍ସିତ ହେଉଥିବା ବେଳେ ଗତକାଲି ବିଳମ୍ବିତ ରାତିରେ ସେ ଆଖି ବୁଜିଛନ୍ତି । ନିଜ ଶରୀରରେ କିରୋସିନ ଢାଳି ନାବାଳିକା ଛାତ୍ରୀ ଜଣକ ନିଆଁ ଲଗାଇଦେଇଥିଲେ। ପୀଡିତାଙ୍କ ମୃତ୍ୟୁ ପରେ ଆଜି କ୍ଷତିପୂରଣ ଦାବିରେ ପରିବାର ଲୋକେ ହସ୍ପିଟାଲ ସମ୍ମୁଖରେ ଧାରଣାରେ ବସିଥିଲେ। ତେବେ ଦାବି ପୂରଣର ପ୍ରତିଶ୍ରୁତି ପ​‌ରେ ପରିବାର ଲୋକେ ଧାରଣାରୁ ଉଠିଛନ୍ତି। ଘଟଣାସ୍ଥଳରେ ପୁଲିସ୍‌ ପହଞ୍ଚି ପୀଡିତାଙ୍କ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଯାଇଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories