www.samajalive.in
Monday, December 8, 2025
20.1 C
Bhubaneswar

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ। ଆଜି ଏ ନେଇ ବିଧାନସଭାରେ ବିଜେଡି ବିଧାୟକ ବିଭୂତି ବଳବନ୍ତରାୟଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସେ କହିଛନ୍ତି ସମୁଦ୍ର ନେଇଛି ୮୨ ପ୍ରାଣ। ୨୦୨୨-୨୦୨୫ ମସିହା ଭିତରେ ଆସିଥିବା ଏହି ତଥ୍ୟ ଉଦବେଗଜନକ ରହିଛି। କଟକରେ ସର୍ବାଧିକ ୧୭୯, କେନ୍ଦ୍ରାପଡ଼ାରେ ୧୧୦, ମୟୂରଭଞ୍ଜରେ ୧୫୪, ସମ୍ବଲପୁରରେ ୧୦୭, କେନ୍ଦୁଝରରେ ୧୬୦ ର ଚିତ୍ର ଚିନ୍ତା ବଢ଼ାଇ ଦେଇଛି। କେବଳ ୨୦୨୫ ମସିହାରେ ୪୨୭ ଜଣ ନଦୀରେ ବୁଡି ମରିଛନ୍ତି।

Hot this week

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

Related Articles

Popular Categories