www.samajalive.in
Monday, December 8, 2025
17.1 C
Bhubaneswar

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ ନଭଜୋତ କୌର ସିଦ୍ଧୁ ସୋମବାର କଂଗ୍ରେସରୁ ନିଲମ୍ବନ କରାଯିବା ପରେ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଆରମ୍ଭ ହୋଇଛି। ନଭଜୋତ ଦଳ ବିରୋଧରେ ବିବାଦୀୟ ମନ୍ତବ୍ୟ ଦେବା ପରେ ତାଙ୍କ ବିରୋଧରେ ଏଭଳି କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ଜଣାପଡ଼ିଛି।

ନଭଜୋତ କହିଥିଲେ, ପଞ୍ଜାବରେ ଯିଏ ଦଳର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହେବାକୁ ଇଚ୍ଛା କରିବେ, ତାଙ୍କୁ ୫୦୦ କୋଟିର ଏକ ସୁଟ୍‌କେସ ଦଳକୁ ଅଫର କରିବାକୁ ପଡ଼ିବ। ନଭଜୋତଙ୍କ ଏପରି ମନ୍ତବ୍ୟ କଂଗ୍ରେସର ଭିତିରି କଥାକୁ ପଦାରେ ପକାଇଛି ବୋଲି ଚର୍ଚ୍ଚା ହେଉଛି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories