www.samajalive.in
Thursday, December 11, 2025
15.1 C
Bhubaneswar

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ ୫ବର୍ଷରେ ରାଜ୍ୟରେ ମୋଟ୍‌ ୩୦ଲକ୍ଷ ୮ହଜାର ୩୮୩ ପ୍ରସବ ହୋଇଛି । ସେଥିରୁ ସରକାରୀ ହସ୍ପିଟାଲରେ ସର୍ବାଧିକ ୨୩ଲକ୍ଷ ୬୯ହଜାରରୁ ଅଧିକ ପ୍ରସବ ହୋଇଛି । ଏହାସହିତ ସରକାରୀ ହସ୍ପିଟାଲରେ ୧୯ଲକ୍ଷ ୫୯ହଜାର ୯୧୮ନର୍ମାଲ ଡେଲିଭରୀ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡା.ମୁକେଶ ମହାଲିଙ୍ଗ ଗୃହରେ ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି ୪ଲକ୍ଷ ୯ହଜାର ୭୧୮ ସିଜେରିଆନ ଡେଲିଭରି ହୋଇଛି । ସେଥିରୁ ଘରୋଇ ହସ୍ପିଟାଲରେ ୧ଲକ୍ଷ ୪୮ହଜାର ୨୪୨ନର୍ମାଲ ଡେଲିଭରୀ ହୋଇଛି । ୪ଲକ୍ଷ ୯୦ହଜାର ୫୦୫ ସିଜେରିଆନ ଡେଲିଭରୀ ହୋଇଛି । ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ।

 

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories