www.samajalive.in
Thursday, December 11, 2025
13.1 C
Bhubaneswar

ଶିକାରୀ ଫାଶରେ ପଡିଲା କଲରାପତରିଆ

ଅନୁଗୁଳ : ଶିକାରୀ ଫାଶରେ ପଡିଲା କଲରାପତରିଆ। ଅନୁଗୋଳ ବନଖଣ୍ଡ କରତପଟା ସେକ୍ସନ ଡ଼ିମିରିପାଳ ଗାଁ ନିକଟରେ ଏକ କଲରାପତରିଆ ବାଘ ଯନ୍ତାରେ ପଡିଛି। ଜନ୍ତୁ ଶିକାର ପାଇଁ ଗାଁରେ ଫାଶ ବସାଯାଇଥିଲା । ସେହି ଯନ୍ତାରେ କଲରାପତରିଆ ବାଘ ପଡି ଛଟପଟ ହେବା ସହ ଗର୍ଜନ କରୁଛି । ଯାହାକୁ ନେଇ ଗାଁଲୋକେ ଆତଙ୍କିତ ହୋଇପଡିଛନ୍ତି। ବାଘକୁ ଯନ୍ତାରୁ ନିଶ୍ଚେତକ ଦେଇ ଉଧାର କରି କୁଲାସିଂହା ନର୍ସରୀରେ ରଖାଯାଇଛି । ତାର ସ୍ୱାସ୍ଥ୍ୟବସ୍ଥାରେ ସୁଧାର ଆସିବା ପରେ ଜଙ୍ଗଲରେ ଛଡ଼ାଯିବ ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories